ସୁପ୍ରିମକୋର୍ଟରେ କେନ୍ଦ୍ର ସରକାରଙ୍କ ସତ୍ୟପାଠ ଦାଖଲ । ଟିକାର ପ୍ରତିକୁଳ ପ୍ରଭାବ ପାଇଁ ସରକାର ଦାୟି ନୁହିଁନ୍ତି । କରୋନା ଟିକାରେ ହୋଇଥିବା ମୃତ୍ୟୁ ପ୍ରସଙ୍ଗ ଉପରେ ମଙ୍ଗଳବାର ସୁପ୍ରିମକୋର୍ଟରେ ସତ୍ୟପାଠ ଦାଖଲ କରିଛନ୍ତି କେନ୍ଦ୍ର ସରକାର । କରୋନା ଟିକା ଦ୍ୱାରା ହେଉଥିବା ମୃତ୍ୟୁ ପାଇଁ ସରକାର ଦାୟୀ ନୁହଁନ୍ତି ବୋଲି ସତ୍ୟପାଠରେ କୁହାଯାଇଛି । କରୋନା ଟିକା ଦ୍ୱାରା ହୋଇଥିବା କଥିତ ମୃତ୍ୟୁ ପାଇଁ କେନ୍ଦ୍ର ସରକାର ଦାୟିତ୍ୱ ନେବାକୁ ମନା କରି ଦେଇଛନ୍ତି । ସରକାର କହିଛନ୍ତି ଯେ ମୃତକ ଓ ତାଙ୍କ ପରିବାର ପ୍ରତି ଆମର ସହାନୁଭୂତି ରହିଛି, କିନ୍ତୁ ଟିକାକରଣ ପରେ କୌଣସି ପ୍ରତିକୂଳ ପରିସ୍ଥିତି ପାଇଁ ସରକାର ଦାୟୀ ନୁହଁନ୍ତି ।
More Stories
ବାର୍ଷିକ ଫାସଟ୍ୟାଗ୍ ପାସ୍ ଲାଗୁ ହେବ- ଗଡକରୀ
ବିମାନ ଦୁର୍ଘଟଣାର ଚାଲିଛି ପୁଙ୍ଖାନୁପୁଙ୍ଖ ତଦନ୍ତ
ୱେଟ୍ ଲସ୍ ଜର୍ଣ୍ଣିରେ ସକାଳ ଜଳଖିଆ କଣ ଖାଇବେ