ରାଜ୍ୟରେ ଉପରମୁହାଁ କରୋନା ମିଟର । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୫୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୯୧ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୬୪ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୬ ଜଣ ସଂକ୍ରମିତ ରହିଛନ୍ତି । ତେବେ ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୨, ୮୯, ୭୫୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ମିଳିଛି ।
More Stories
CSM Synapse 4.0 ରେ ଜିତିଲେ କିଟ୍ ଇଣ୍ଟରନ୍ୟାସନାଲ୍ ସ୍କୁଲ୍
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ