ଦିଲ୍ଲୀ ସରକାରଙ୍କ ବଡ଼ ଘୋଷଣା । ଚଳିତ ବର୍ଷ ଦୀପାବଳିରେ ମଧ୍ୟ ବାଣ ଫୁଟାଇବା ଉପରେ କଟକଣା ଲଗାଯାଇଛି । ଏହାସହ ବାଣ ବିକ୍ରୟ ଉପରେ ରୋକ୍ ଲଗାଯାଇଛି । ରାଜଧାନୀ ଦିଲ୍ଲୀରେ ଶୀତଦିନରେ ପ୍ରଦୂଷଣ ଅଧିକ ହେଉଥିବାରୁ ଏହାକୁ ଲକ୍ଷ୍ୟ ରଖି ଏଭଳି ନିଷ୍ପତ୍ତି ନିଆଯାଇଛି । ପୂର୍ବ ବର୍ଷ ମଧ୍ୟ କଟକଣା ଲଗାଯାଇଥିଲା । ଦିଲ୍ଲୀର ପରିବେଶ ମନ୍ତ୍ରୀ ଗୋପାଳ ରାୟ ଏହି ସୂଚନା ଦେଇଛନ୍ତି । ଜାନୁଆରୀରୁ ଅଗଷ୍ଟ ମଧ୍ୟରେ ଦିଲ୍ଲୀର ହାରାହାରୀ AQI କମ ରହିଥାଏ । ଶୀତ ବଢ଼ିବା ସହ ବାୟୂ ପ୍ରଦୂଷଣ ମଧ୍ୟ ବଢ଼ିଥାଏ । ଏଣୁ ଚଳିତ ବର୍ଷ ଦୀପାବଳି ସମୟରେ ପ୍ରଦୂଷଣକୁ ଦୃଷ୍ଟିରେ ରଖି କଟକଣା ଲଗାଯାଇଛି ।
“The eyes believe themselves, the ears believe other people.”
More Stories
ଖୋଲିଲା ବିପୁଳ ନିଯୁକ୍ତି ସୁଯୋଗ
ପେନସନ୍ ଭୋଗୀଙ୍କ ପାଇଁ ଆସିଲା ବଡ ଖବର
ମହାକୁମ୍ଭରେ ଭିଡପାଇଁ 30 ମୃତ, 60 ଆହତ