ନିରଞ୍ଜନ ପୂଜାରୀ ହେଲେ ନୂଆ ସ୍ୱାସ୍ଥ୍ୟମନ୍ତ୍ରୀ । ନବ ଦାସଙ୍କ ଦେହାନ୍ତ ପରେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କୁ ଦିଆଗଲା ଅତିରିକ୍ତ ଦାୟିତ୍ୱ, ରାଜ୍ୟପାଳଙ୍କ ସୁପାରିଶ ପରେ ତାଙ୍କୁ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏବେ ଅର୍ଥମନ୍ତ୍ରୀ ସହ ସ୍ୱାସ୍ଥ୍ୟମନ୍ତ୍ରୀ ଦାୟିତ୍ୱ ତୁଲାଇବେ ନିରଞ୍ଜନ । ଗତକାଲି ପୋଲିସ ଏଏସଆଇଙ୍କ ଗୁଳିମାଡରେ ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କର ଦେହାନ୍ତ ହୋଇଥିଲା ।
More Stories
ଡାକ୍ତରଙ୍କ ମନମୁଖି ଓପିଡି ବନ୍ଦ ଘୋଷଣା
ନବଜାତକଙ୍କ ପାଇଁ ସରକାରୀ ଟୀକା କେତେ ଜରୁରୀ
CSM Synapse 4.0 ରେ ଜିତିଲେ କିଟ୍ ଇଣ୍ଟରନ୍ୟାସନାଲ୍ ସ୍କୁଲ୍