The Topmost

“The eyes believe themselves, the ears believe other people.”

ନାର୍କୋ ଟେଷ୍ଟ ପାଇଁ ମିଳିଲା କୋର୍ଟଙ୍କ ଅନୁମତି

ଗୋପାଳର ହେବ ନାର୍କୋ ଓ ପଲିଗ୍ରାଫ ଟେଷ୍ଟ । ଅଭିଯୁକ୍ତ ଗୋପାଳ ଦାସର ନାର୍କୋ ଟେଷ୍ଟ କରିବାକୁ ମିଳିଲା କୋର୍ଟଙ୍କ ଅନୁମତି । ତୃତୀୟ ପର୍ଯ୍ୟାୟରେ ଗୋପାଳକୁ ୫ ଦିନିଆ ରିମାଣ୍ଡରେ ନେଇ ଜେରା କରିବ କ୍ରାଇମବ୍ରାଞ୍ଚ । ଆଉ ଏହି ସମୟରେ ଗୋପାଳ ମୁହଁରୁ ସତ ଓଗାଳିବା ପାଇଁ ତାର ନାର୍କୋ ଓ ପଲିଗ୍ରାଫ ଟେଷ୍ଟ କରାଯାଇପାରେ ବୋଲି ସୂଚନା ମିଳିଛି । ପୂର୍ବରୁ ପ୍ରଥମ ପର୍ଯ୍ୟାୟରେ ୩ଦିନ ଓ ଦ୍ୱିତୀୟ ପର୍ଯ୍ୟାୟରେ ୪ ଦିନିଆ ରିମାଣ୍ଡରେ ନେଇ ତଦନ୍ତ କରିଛି କ୍ରାଇମବ୍ରାଞ୍ଚ । ହେଲେ ଏଥିରୁ ହତ୍ୟାକାଣ୍ଡର ରହସ୍ୟ ଜଣାପଡି ନଥିବାବେଳଏ ନାର୍କୋଟେଷ୍ଟରୁ ହୁଏତ ସତ ପଦାକୁ ଆସିାପରେ ।

SHARE BY