ନୂତନ ନିର୍ବାଚନ କମିଶନର ଭାବେ ଦାୟିତ୍ବ ଗ୍ରହଣ କଲେ ଅରୁଣ ଗୋଏଲ । ପଞ୍ଜାବ କ୍ୟାଡରର ପୂର୍ବତନ ଆଇଏଏସ୍ ଅଧିକାରୀ ଅରୁଣ ଗୋଏଲ । ଶୁକ୍ରବାର ଦିନ ଉଦ୍ଦ୍ୟୋଗ ସଚିବ ପଦରୁ ସ୍ବେଚ୍ଛାକୃତ ଭାବେ ସେ ଇସ୍ତଫା ଦେଇଥିଲେ । ଶନିବାର ଦିନ ଆଇନ ମନ୍ତ୍ରାଳୟ ନୂତନ ନିର୍ବାଚନ ଆୟୁକ୍ତ ଭାବେ ଗୋଏଲଙ୍କ ନାଁରେ ମୋହର ମାରି ବିଜ୍ଞପ୍ତି ପ୍ରକାଶ କରିଥିଲା । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଅରୁଣ ଗୋଏଲଙ୍କୁ ନିର୍ବାଚନ କମିଶନର ଭାବେ ନିଯୁକ୍ତ କରିଛନ୍ତି ।
More Stories
ବାର୍ଷିକ ଫାସଟ୍ୟାଗ୍ ପାସ୍ ଲାଗୁ ହେବ- ଗଡକରୀ
ବିମାନ ଦୁର୍ଘଟଣାର ଚାଲିଛି ପୁଙ୍ଖାନୁପୁଙ୍ଖ ତଦନ୍ତ
ୱେଟ୍ ଲସ୍ ଜର୍ଣ୍ଣିରେ ସକାଳ ଜଳଖିଆ କଣ ଖାଇବେ