ଜୟପୁର ରାଜ ପରିବାରର ଶେଷରାଣୀ ରମା କୁମାରୀ ଦେବୀଙ୍କର ମଧ୍ୟରାତ୍ରିରେ ପରଲୋକ । ମୃତ୍ୟୁ ବେଳକୁ ତାଙ୍କୁ ୯୦ ବର୍ଷ ହୋଇଥିଲା । ଦୀର୍ଘ ବର୍ଷ ଧରି ବାର୍ଦ୍ଧକ୍ୟଜନିତ ଅସୁସ୍ଥତା ପରେ ଶେଷରେ ଜୟୁପରସ୍ଥିତ ମୋତି ମହଲରେ ରାଣୀଙ୍କ ଦେହାନ୍ତ ହୋଇଛି । ରାଣୀଙ୍କ ମୃତ୍ୟୁ ଖବର ପାଇ ଜୟପୁର ରାଜପ୍ରସାଦରେ ବହୁ ବିଶିଷ୍ଟ ବ୍ୟକ୍ତିଙ୍କ ସମାଗମ ହୋଇଥିଲା । ସହରର ଚନ୍ଦନବାଡ଼ସ୍ଥିତ ରାଜ ଶ୍ମଶାନରେ ରାଜକୀୟ ପରମ୍ପରା ଅନୁଯାୟୀ ରାଣୀଙ୍କ ଅନ୍ତ୍ୟେଷ୍ଟି ସଂପନ୍ନ ହେବ ବୋଲି ପରିବାର ପକ୍ଷରୁ ସୂଚନା ଦିଆଯାଇଛି ।
More Stories
ଡାକ୍ତରଙ୍କ ମନମୁଖି ଓପିଡି ବନ୍ଦ ଘୋଷଣା
ନବଜାତକଙ୍କ ପାଇଁ ସରକାରୀ ଟୀକା କେତେ ଜରୁରୀ
CSM Synapse 4.0 ରେ ଜିତିଲେ କିଟ୍ ଇଣ୍ଟରନ୍ୟାସନାଲ୍ ସ୍କୁଲ୍