ପଶ୍ଚିମବଙ୍ଗ ପଞ୍ଚାୟତ ନିର୍ବାଚନରେ ଫୁଟିଲା ଗୁଳି । କୋଚବିହାରର ଫାଲିମାରିରେ ଗୁଳିମାଡ଼ରେ ପ୍ରାଣ ହରାଇଲେ ପୋଲିଂ ଏଜେଣ୍ଟ ମାଧବ ବିଶ୍ବାସ । ସେହିପରି ମୁଶିଦାବାଦ ଜିଲ୍ଲା ଡୋମକଳର ୮ ନମ୍ବର ବୁଥରେ ଦୁଇ ଜଣ ଟିଏମସି କର୍ମୀ ଯାଉଥିବା ବେଳେ କଂଗ୍ରେସ କର୍ମୀମାନେ ଗୁଳି ଚାଳନା କରିଥିବା ଅଭିଯୋଗ ହୋଇଛି । ଏଥିରେ ଦୁଇ ଜଣ ଟିଏମସି କର୍ମୀ ଗୁରୁତର ଆହତ ହୋଇଛନ୍ତି । ଦୁଇ ଆହତଙ୍କୁ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଖବର ପାଇ ଘଟଣା ସ୍ଥଳରେ ପହଞ୍ଚିଛନ୍ତି ପୋଲିସ ଓ କେନ୍ଦ୍ରୀୟ ବାହିନୀ ଯବାନ । ସେପଟେ ସିତାଇ ବିଧାନସଭାର ଦିନହାଟରେ ବାଲଟ ବାକ୍ସ ପୋଡ଼ିଦେଇଛନ୍ତି ଦୁର୍ବୃତ୍ତ ।
“The eyes believe themselves, the ears believe other people.”
More Stories
ୱେଟ୍ ଲସ୍ ଜର୍ଣ୍ଣିରେ ସକାଳ ଜଳଖିଆ କଣ ଖାଇବେ
ସବୁ ପାକିସ୍ତାନୀଙ୍କ ଭିସା ରଦ୍ଦ କଲେ ସରକାର
ପାକିସ୍ତାନୀ ଏକ୍ସ ଆକାଉଣ୍ଟକୁ ବ୍ଲକ୍ କଲା ଭାରତ