ଆଜି ଶ୍ରୀଜିଉଙ୍କ ବନକଲାଗି । ଏନେଇ ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ସ୍ୱତନ୍ତ୍ର ନୀତିକାନ୍ତି । କଳା, ଧଳା, ନାଲି, ହରିତାଳ ଆଦି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ ଦତ୍ତ ମହାପାତ୍ର ସେବକ । ଗତକାଲି ତ୍ରୟୋଦଶୀ ତିଥିରେ ଶ୍ରୀଜିଉଙ୍କ ଘଣା ଲାଗି ନୀତି ଅନୁଷ୍ଠିତ ହୋଇସାରିଛି । ଆଜି ଚତୁର୍ଦ୍ଦଶୀ ତିଥିରେ ବନକଲାଗି ନୀତି ଅନୁଷ୍ଠିତ ହେବ । ସେପଟେ ରଥ ଖଳାରେ ଶେଷ ପର୍ଯ୍ୟାୟରେ ପହଞ୍ଚିଛି ନିର୍ମାଣ କାମ । ଚିତ୍ରକର ସେବକ ରଙ୍ଗ କାର୍ଯ୍ୟ ଜାରି ରଖି ଥିବାବେଳେ ଆଜି ରଥରେ ପାର୍ଶ୍ୱ ଦେବାଦେବୀ ଲଗାଯିବା ସହ ଅନ୍ୟାନ୍ୟ କାର୍ଯ୍ୟ କରାଯିବ ।
More Stories
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ
ଏହି ନିବେଶ କରିବାରେ ସର୍ବପ୍ରଥମ ଓଡିଶା