ପିଆଜର ଦରବୃଦ୍ଧି ଉପରେ ନିୟନ୍ତ୍ରଣ ପାଇଁ ପଦକ୍ଷେପ ନେଇଛନ୍ତି କେନ୍ଦ୍ର ସରକାର । ପିଆଜ ଉପରେ ରପ୍ତାନି ଟିକସକୁ ୪୦ ପ୍ରତିଶତକୁ ବୃଦ୍ଧି କରାଯାଇଛି । ଏହାକୁ ତତ୍କାଳ କାର୍ଯ୍ୟକାରୀ କରିବା ପାଇଁ ବିଜ୍ଞପ୍ତି ଜାରି କରାଯାଇଛି । ବର୍ଦ୍ଧିତ ରପ୍ତାନି ଟିକସ ଡିସେମ୍ବର ୩୧ ପର୍ଯ୍ୟନ୍ତ କାର୍ଯ୍ୟକାରୀ ହେବ । ସେପ୍ଟେମ୍ବର ମାସରେ ପିଆଜ ଦର ବଢ଼ିବାର ସମ୍ଭାବନା ଥିବା ନେଇ ରିପୋର୍ଟ ଆସିବା ପରେ ସରକାର ଏହାର ରପ୍ତାନି ଉପରେ ରୋକ ଲଗାଇବା ପାଇଁ ଏଭଳି ଏକ ପଦକ୍ଷେପ ନେଇଛନ୍ତି । କାରଣ ଟିକସ ବଢ଼ିଲେ ରପ୍ତାନି କମିବ । ଆଉ ଦେଶରେ ଲୋକଙ୍କୁ ପର୍ଯ୍ୟାପ୍ତ ପିଆଜ ମିଳିବ ।
“The eyes believe themselves, the ears believe other people.”
More Stories
ବହୁ ଚେଷ୍ଟା ପରେ ବି ବଦଳେନାହିଁ ସ୍ବାମୀ ସ୍ତ୍ରୀଙ୍କର ଏହି ଗୁଣ
ଅତ୍ୟଧିକ ଜଙ୍କଫୁଡ୍ ଆଣିଥାଏ ଏହି ସବୁ ସମସ୍ୟା
ରାତିରେ ହଇରାଣ କରୁଛି କି ଆପଣଙ୍କ ଶିଶୁ