ପିଆଜର ଦରବୃଦ୍ଧି ଉପରେ ନିୟନ୍ତ୍ରଣ ପାଇଁ ପଦକ୍ଷେପ ନେଇଛନ୍ତି କେନ୍ଦ୍ର ସରକାର । ପିଆଜ ଉପରେ ରପ୍ତାନି ଟିକସକୁ ୪୦ ପ୍ରତିଶତକୁ ବୃଦ୍ଧି କରାଯାଇଛି । ଏହାକୁ ତତ୍କାଳ କାର୍ଯ୍ୟକାରୀ କରିବା ପାଇଁ ବିଜ୍ଞପ୍ତି ଜାରି କରାଯାଇଛି । ବର୍ଦ୍ଧିତ ରପ୍ତାନି ଟିକସ ଡିସେମ୍ବର ୩୧ ପର୍ଯ୍ୟନ୍ତ କାର୍ଯ୍ୟକାରୀ ହେବ । ସେପ୍ଟେମ୍ବର ମାସରେ ପିଆଜ ଦର ବଢ଼ିବାର ସମ୍ଭାବନା ଥିବା ନେଇ ରିପୋର୍ଟ ଆସିବା ପରେ ସରକାର ଏହାର ରପ୍ତାନି ଉପରେ ରୋକ ଲଗାଇବା ପାଇଁ ଏଭଳି ଏକ ପଦକ୍ଷେପ ନେଇଛନ୍ତି । କାରଣ ଟିକସ ବଢ଼ିଲେ ରପ୍ତାନି କମିବ । ଆଉ ଦେଶରେ ଲୋକଙ୍କୁ ପର୍ଯ୍ୟାପ୍ତ ପିଆଜ ମିଳିବ ।
More Stories
ଲାଗୁ ହେଲା ଅଷ୍ଟମ ବେତନ ଆୟୋଗ, ଜାଣନ୍ତୁ କେତେ ବଢିବ ଦରମା
ଗଣତନ୍ତ୍ର ଦିବସ ପାଇଁ ଦିଲ୍ଲୀରେ ସ୍ପେଶାଲ ଟ୍ରାଫିକ୍ ବ୍ୟବସ୍ଥା
2025 ରିପବ୍ଲିକ୍ ଡେ ହାଇଲାଇଟ୍ସ୍