ରାଜ୍ୟରେ ଖାଲି ପଡିଥିବା ଡାକ୍ତର ପଦ ପୂରଣ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି । OPSC ପକ୍ଷରୁ ଆରମ୍ଭ ହୋଇଛି ପ୍ରକ୍ରିୟା । ୭ ହଜାର ୨୭୬ ଡାକ୍ତର ପଦବୀ ପୂରଣ ପାଇଁ ବିଜ୍ଞାପନ ଜାରି ହୋଇଛି । ୧୮ ଅଗଷ୍ଟରୁ ସେପ୍ଟେମ୍ବର ୧୮ ମଧ୍ୟରେ ଆବେଦନ କରିପାରିବେ ଆଗ୍ରହୀ ଡାକ୍ତରୀ ଛାତ୍ର । ST ପ୍ରାର୍ଥୀଙ୍କ ପାଇଁ ୨୪୬୫, SC ପ୍ରାର୍ଥୀଙ୍କ ପାଇଁ ୧୫୯୭ ପଦ ସଂରକ୍ଷିତ ଥିବାବେଳେ SEBC ପ୍ରାର୍ଥୀଙ୍କ ପାଇଁ ୭୧୪ ପଦବୀ ସଂରକ୍ଷିତ ରହିଛି । ସେହିପରି ସାଧାରଣ ବର୍ଗର ଛାତ୍ରଛାତ୍ରୀଙ୍କ ପାଇଁ ୨୫୦୦ପଦବୀ ସଂରକ୍ଷିତ ରହିଛି ।
“The eyes believe themselves, the ears believe other people.”
More Stories
ଅତ୍ୟଧିକ କଖାରୁ ଡାଲମା ଖାଉଛନ୍ତି କି
କେବେ ଥମିବ ଅପରାଧ, ୩ ବର୍ଷରେ ୮୧୯ ଦୁଷ୍କର୍ମ
ଓଡିଶା ସୀମାକୁ ଘେରିଛନ୍ତି 2000 ନକ୍ସଲ୍