ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ବିରୋଧରେ ଚାର୍ଜସିଟ୍ ଦାଖଲ କଲା ଭିଜିଲାନ୍ସ । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚାର୍ଜସିଟ୍ ଦାଖଲ କଲା ଭିଜିଲାନ୍ସ । ୩ ହଜାର ପୃଷ୍ଠାର ଚାର୍ଜସିଟ୍ ଦାଖଲ କରିଛି ଭିଜିଲାନ୍ସ । ଚାର୍ଜସିଟରେ ୯କୋଟି ୧୮ଲକ୍ଷ ୧୩ହଜାର ୭ଟଙ୍କା ବେଆଇନ ସମ୍ପତି ଥିବା ଉଲ୍ଲେଖ ରହିଛି । ଭୁବନେଶ୍ୱର ସ୍ୱତନ୍ତ୍ର କୋର୍ଟରେ ଚାର୍ଜସିଟ ଦାଖଲ କରିଛି ଭିଜିଲାନ୍ସ । ଲୋକାୟୁକ୍ତଙ୍କ ଅନୁମତି ପରେ ଚାର୍ଜସିଟ୍ ଦାଖଲ କରିଛି ଭିଜିଲାନ୍ସ । ଲୋକାୟୁକ୍ତଙ୍କ ନିର୍ଦ୍ଦେଶରେ ଗତ ୨୦୨୧ରେ ପ୍ରଦୀପ ପାଣିଗ୍ରାହୀଙ୍କ ବିରୋଧରେ ଭିଜିଲାନ୍ସ ପକ୍ଷରୁ ମାମଲା ରୁଜୁ ହୋଇଥିଲା ।
More Stories
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ
ଏହି ନିବେଶ କରିବାରେ ସର୍ବପ୍ରଥମ ଓଡିଶା
ନିର୍ଧୁମ ଛେଚିବ ବର୍ଷା, ଲଘୁଚାପ ପାଇଁ ରେଡ୍ ଆଲର୍ଟ ଜାରି