ବିଜେପି ସଭାପତି ଜଗତ ପ୍ରକାଶ ନଡ୍ଡାଙ୍କ କାର୍ଯ୍ୟକାଳ ବୃଦ୍ଧି ହୋଇଛି । ଆସନ୍ତା ୨୦୨୪ ଜୁନ ପର୍ଯ୍ୟନ୍ତ ଦଳର ସଭାପତି ପଦରେ ରହିବେ ବୋଲି ବିଜେପି ରାଷ୍ଟ୍ରୀୟ କାର୍ଯ୍ୟକାରିଣୀରେ ନିଷ୍ପତ୍ତି ନିଆଯାଇଛି । ରାଷ୍ଟ୍ରୀୟ କାର୍ଯ୍ୟକାରିଣୀର ୨ୟ ଦିବସରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଏହା ଘୋଷଣା କରିଛନ୍ତି । ଅମିତ ଶାହା କହିଛନ୍ତି ଯେ ଜାତୀୟ କାର୍ଯ୍ୟକାରିଣୀରେ ଜେପି ନଡ୍ଡାଙ୍କ ନାମରେ ପ୍ରସ୍ତାବ ଆସିଥିଲା । କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଏହି ପ୍ରସ୍ତାବ ରଖିଥିଲେ ଓ ସମସ୍ତ ବିଜେପି ସଦସ୍ୟ ଏହାକୁ ଗ୍ରହଣ କରିଥିଲେ ।
“The eyes believe themselves, the ears believe other people.”
More Stories
ୱେଟ୍ ଲସ୍ ଜର୍ଣ୍ଣିରେ ସକାଳ ଜଳଖିଆ କଣ ଖାଇବେ
ସବୁ ପାକିସ୍ତାନୀଙ୍କ ଭିସା ରଦ୍ଦ କଲେ ସରକାର
ପାକିସ୍ତାନୀ ଏକ୍ସ ଆକାଉଣ୍ଟକୁ ବ୍ଲକ୍ କଲା ଭାରତ