ଆସନ୍ତା ନଭେମ୍ବର ୨୩ ନୁହେଁ ୨୫ରେ ହେବ ରାଜସ୍ଥାନ ବିଧାନସଭା ନିର୍ବାଚନ । ନଭେମ୍ବର ୨୫ରେ ମତ ସାବ୍ୟସ୍ତ କରିବେ ଭୋଟର । ପୂର୍ବରୁ ନଭେମ୍ବର ୨୩ରେ ନିର୍ବାଚନ ନେଇ ଘୋଷଣା କରିଥିଲେ ନିର୍ବାଚନ କମିଶନ । ଗୋଟିଏ ପର୍ଯ୍ୟାୟରେ ରାଜସ୍ଥାନରେ ମତଦାନ ଗ୍ରହଣ କରାଯିବ । ତେବେ ପୂର୍ବ ନିର୍ଦ୍ଧାରିତ ତାରିଖରେ ନାମାଙ୍କନ ପତ୍ର ଦାଖଲ କରିପାରିବେ ପ୍ରାର୍ଥୀ । କେବଳ ଭୋଟଗ୍ରହଣ ପାଇଁ ତାରିଖ ପରିବର୍ତ୍ତନ ହୋଇଥିବା ବେଳେ ଅନ୍ୟ କୌଣସି ତାରିଖ ପରିବର୍ତ୍ତନ ହୋଇନାହିଁ । ଅଥାର୍ତ ୨୫ରେ ନିର୍ବାଚନ ହେଲେ ମଧ୍ୟ ଡିସେମ୍ବର ୩ରେ ଫଳାଫଳ ପ୍ରକାଶ ପାଇବ ।
More Stories
ବାର୍ଷିକ ଫାସଟ୍ୟାଗ୍ ପାସ୍ ଲାଗୁ ହେବ- ଗଡକରୀ
ବିମାନ ଦୁର୍ଘଟଣାର ଚାଲିଛି ପୁଙ୍ଖାନୁପୁଙ୍ଖ ତଦନ୍ତ
ୱେଟ୍ ଲସ୍ ଜର୍ଣ୍ଣିରେ ସକାଳ ଜଳଖିଆ କଣ ଖାଇବେ