ଯାହା ଚର୍ଚ୍ଚା ହେଉଥିଲା ତାହା ହିଁ ହେଲା ସତ । ଭାରତ ରାଷ୍ଟ୍ର ସମିତି ବା ବିଆରଏସ୍ରେ ଯୋଗ ଦେଲେ ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ଗିରିଧର ଗମାଙ୍ଗ, ତାଙ୍କର ପତ୍ନୀ ତଥା ପୂର୍ବତନ ସାଂସଦ ହେମା ଗମାଙ୍ଗ ଓ ପୁତ୍ର ଶିଶିର ଗମାଙ୍ଗ । ତେଲେଙ୍ଗାନାର ରାଜଧାନୀ ହାଇଦ୍ରାବାଦରେ ଆୟୋଜିତ ଏକ ଭବ୍ୟ ମିଶ୍ରଣ ପର୍ବରେ ଗମାଙ୍ଗ ପରିବାର ବିଆରଏସ୍ରେ ଯୋଗଦେଇଛନ୍ତି । ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ କେ. ଚନ୍ଦ୍ରଶେଖର ରାଓଙ୍କ ଉପସ୍ଥିତିରେ ଗମାଙ୍ଗ ପରିବାରର ୩ ମୁଖ୍ୟ ସଦସ୍ୟଙ୍କ ବ୍ୟତୀତ ଦୀର୍ଘ ୪୦ବର୍ଷ ଧରି ଅଣକଂଗ୍ରେସ ଆଦିବାସୀ ନେତା ଭାବେ କୋରାପୁଟ ଜିଲ୍ଲାର ମଙ୍ଗ ଧରିଥିବା ଜୟରାମ ପାଙ୍ଗି ମଧ୍ୟ କେସିଆରଙ୍କ ଦଳରେ ସାମିଲ ହୋଇଛନ୍ତି ।
“The eyes believe themselves, the ears believe other people.”
More Stories
ନିହତ ପର୍ଯ୍ୟଟକଙ୍କ ଲିଷ୍ଟ ହେଲା ଜାରି
ଓଡିଶା ସୀମାକୁ ଘେରିଛନ୍ତି 2000 ନକ୍ସଲ୍
ଅଂଶୁଘାତରୁ ବଞ୍ଚିବେ କିପରି ଜାଣନ୍ତୁ ପୁରା ତଥ୍ୟ