ଆଜି ବସିବ ରାଜ୍ୟ କ୍ୟାବିନେଟ୍ ବୈଠକ । ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ଅପରାହ୍ନ ୫ଟା ୩୦ରେ ବୈଠକ ବସିବ । ବୈଠକରେ ୧୩ରୁ ଅଧିକ ପ୍ରସ୍ତାବକୁ ଅନୁମୋଦନ ମିଳିବା ସମ୍ଭାବନା ରହିଛି । କୃଷି, ଶିଳ୍ପ, ଭିନ୍ନକ୍ଷମ ସଶକ୍ତିକରଣ, ପଞ୍ଚାୟତିରାଜ ଓ ପାନୀୟଜଳ ଓ ରାଜସ୍ବ ବିଭାଗ ସମ୍ପର୍କିତ ପ୍ରସ୍ତାବକୁ ମଞ୍ଜୁରୀ ମିଳିପାରେ ।
More Stories
ଡାକ୍ତରଙ୍କ ମନମୁଖି ଓପିଡି ବନ୍ଦ ଘୋଷଣା
ନବଜାତକଙ୍କ ପାଇଁ ସରକାରୀ ଟୀକା କେତେ ଜରୁରୀ
CSM Synapse 4.0 ରେ ଜିତିଲେ କିଟ୍ ଇଣ୍ଟରନ୍ୟାସନାଲ୍ ସ୍କୁଲ୍