ଆଜି ଦୁର୍ଲଭ ଗଙ୍ଗାଧର ବେଶରେ ଦର୍ଶନ ଦେଉଛନ୍ତି ବାବା ଧବଳେଶ୍ୱର । ଭର୍ଚୁଆଲ ମାଧ୍ୟମରେ ବାବା ଧବଳେଶ୍ୱରଙ୍କୁ ଦର୍ଶନ କରୁଛନ୍ତି ଶ୍ରଦ୍ଧାଳୁ । ଝୁଲାପୋଲ ଏବଂ ମନ୍ଦିର ବେଢାରେ ୧୪୪ ଧାରା ବଳବତ୍ତର ରହିଛି । ଚଳିତ ବର୍ଷ ବାବା ଧବଳେଶ୍ବରଙ୍କୁ ଦର୍ଶନ କରିହେବ ନାହିଁ । ଏଲଇଡିରେ ଧବଳେଶ୍ୱରଙ୍କ ଦର୍ଶନ ପାଇଁ କଟକ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ ରହିଛି । ମୁଖ୍ୟରାସ୍ତା ମନ୍ଦିର ଫାଟକ ପାଖରେ ଏଲଇଡି ସ୍କ୍ରିନରେ ବାବା ଧବଳେଶ୍ବରଙ୍କ ଦର୍ଶନ ନେଇ ପ୍ରଶାସନ ପକ୍ଷରୁ ନିଷ୍ପତ୍ତି ହୋଇଛି ।
More Stories
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ
ଏହି ନିବେଶ କରିବାରେ ସର୍ବପ୍ରଥମ ଓଡିଶା