ରାସ୍ତାକଡ଼କୁ ଖସିଲା ଘରୋଇ ଯାତ୍ରୀବାହୀ ବସ୍ ଲିଙ୍ଗରାଜ । ଖୋର୍ଦ୍ଧା-ବାଘମାରୀ ସିମୋର ରାସ୍ତାରେ ବସ୍ଟି ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଖସିପଡିଛି । ଯାହାଫଳରେ ବସ୍ରେ ଥିବା ୨୦ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି । ସମସ୍ତଙ୍କୁ ଉଦ୍ଧାର କରି ଆମ୍ବୁଲାନ୍ସ ଯୋଗେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ସେପଟେ ଦୁର୍ଘଟଣା ସଂପର୍କରେ ଖବର ପାଇ ସ୍ଥାନୀୟ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଛାନ୍ଭିନ୍ ଆରମ୍ଭ କରିଛି ।
More Stories
ଡାକ୍ତରଙ୍କ ମନମୁଖି ଓପିଡି ବନ୍ଦ ଘୋଷଣା
ନବଜାତକଙ୍କ ପାଇଁ ସରକାରୀ ଟୀକା କେତେ ଜରୁରୀ
CSM Synapse 4.0 ରେ ଜିତିଲେ କିଟ୍ ଇଣ୍ଟରନ୍ୟାସନାଲ୍ ସ୍କୁଲ୍