ରାୟପୁରରେ ଓଡ଼ିଶା-ଛତିଶଗଡ ମହାନଦୀ ଜଳ ବିବାଦର ସମାଧାନ କରିବ ଟ୍ରିବ୍ୟୁନାଲ ଟିମ୍ । ଏଥିରେ ଟ୍ରିବ୍ୟୁନାଲ ଅଧ୍ୟକ୍ଷ ଏ.ଏମ୍ ଖାନୱିଲକରଙ୍କ ସମେତ ୩ ଜଣିଆ ଖଣ୍ଡପୀଠ, ଉଭୟ ରାଜ୍ୟର ବିଶେଷଜ୍ଞ, ଆଇନ ବିଷାରଦ ଓ ଜଳ ସଂପଦ ଅଧିକାରୀ ମୋଟ ୫୦ ଜଣ ସାମିଲ ହୋଇଛନ୍ତି । ଆଜି ଏହି ଟିମ୍ ମହାନଦୀର ଉତ୍ପତ୍ତିସ୍ଥଳ ସିହାୱାରୁ ସର୍ଭେ କରିବେ । ୨୨ ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ପ୍ରଥମ ପର୍ଯ୍ୟାୟ ସର୍ଭେରେ ଉପରମୁଣ୍ଡର ରବିଶଙ୍କର, ବଙ୍ଗୋଡ୍ୟାମ୍ ସମେତ ମହାନଦୀ ବେସିନର ମିନିମାତା ଡିଭିଜନ ଯାଏ ସମସ୍ତ ବ୍ୟାରେଜର ଅନୁଧ୍ୟାନ କରାଯିବ ।
More Stories
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ
ଏହି ନିବେଶ କରିବାରେ ସର୍ବପ୍ରଥମ ଓଡିଶା