ଇସ୍ରାଏଲ୍ ଏବଂ ହମାସ୍ ମଧ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ ଇସ୍ରାଏଲ୍ ସେନା ଏକ ବିରାଟ ଟନେଲ୍ ଖୋଜି ବାହାର କରିଛି । ଆଇଡିଏଫ୍ ଦାବି କରିଛି ଯେ ଏହା ହମାସର ସବୁଠାରୁ ବଡ ଟନେଲକୁ ଖୋଜି ବାହାର କରାଯାଇଛି । ରବିବାର ଟ୍ୱିଟରରେ ଏକ ପୋଷ୍ଟରେ ଆଇଡିଏଫ୍ କହିଛି ଯେ ବାହାର କରାଯାଇଥିବା ଟନେସ ହମାସର ସବୁଠାରୁ ବଡ ଟନେଲ୍ । ଏହାର ଲମ୍ବା ୪ କିଲୋମିଟର । ଆଇଡିଏଫ୍ ଦାବି କରିଛି ଯେ ଗାଜାରେ ରହିଥିବା ହମାସର ଡାକ୍ତରଖାନାର କର୍ମଚାରୀ ଏହି ସୁଡଙ୍ଗରେ ଯିବା ଆସିବା କରନ୍ତି ।
More Stories
ପିଏମ୍ ସ୍ୱନିଧି ଯୋଜନାରେ ବଡ ପରିବର୍ତ୍ତନ
ପିଲାଙ୍କ ଠାରେ ଏପରି ସମସ୍ୟା ଦେଖିଲେ ହୁଅନ୍ତୁ ସାବଧାନ
ବାର୍ଷିକ ଫାସଟ୍ୟାଗ୍ ପାସ୍ ଲାଗୁ ହେବ- ଗଡକରୀ