ଆଜି ସାରା ଦେଶ ପାଳୁଛି ୭୪ ତମ ସାଧାରଣତନ୍ତ୍ର ଦିବସ । ଭୁବନେଶ୍ବର ମହାତ୍ମାଗାନ୍ଧୀ ମାର୍ଗରେ ରାଜ୍ୟ ସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ । ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ପତାକା ଉତ୍ତୋଳନ କରିଛନ୍ତି । ସମ୍ମାନିତ ଅତିଥି ଭାବେ ଯୋଗଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ୫୦ ଟି କଣ୍ଟିଜେଣ୍ଟ ମଧ୍ୟରେ ପ୍ରଥମ ଥର ପାଇଁ ଆନ୍ଧ୍ରପ୍ରଦେଶର ଏକ ପୋଲିସ ଟ୍ରୁପ ମଧ୍ୟ ପରେଡରେ ସାମିଲ ହୋଇଛନ୍ତି । ଏହାସହ ଓଡିଶା ସରକାରଙ୍କର ପ୍ରମୁଖ ବିଭାଗର ୮ଟି ପ୍ରଜ୍ଞାପନ ମେଢ଼, ସ୍କେଟିଂ ଏକାଡେମୀ ପକ୍ଷରୁ ପିଲାଙ୍କ ସ୍କେଟିଂ ଖେଳର କୌଶଳ ପ୍ରଦର୍ଶିତ ହୋଇଛି ।
More Stories
CSM Synapse 4.0 ରେ ଜିତିଲେ କିଟ୍ ଇଣ୍ଟରନ୍ୟାସନାଲ୍ ସ୍କୁଲ୍
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ