ରାଜ୍ୟସଭାରୁ ଆପ୍ ସାଂସଦ ରାଘବ ଚଡ୍ଡା ନିଲମ୍ବିତ । ବିଶେଷ ଅଧିକାର ସମିତିର ରିପୋର୍ଟ ଆସିବା ଯାଏଁ ଆପ୍ ସାଂସଦ ନିଲମ୍ବିତ । ଦିଲ୍ଲୀ ସେବା ବିଲ ସିଲେକ୍ଟ କମିଟିକୁ ପଠାଇବା ପାଇଁ ରାଜ୍ୟସଭାରେ ଆଗତ ହୋଇଥିବା ପ୍ରସ୍ତାବରେ ରାଘବ ଦସ୍ତଖତ ଜାଲିଆତି କରିଥିବା ବିଜେପି ଅଭିଯୋଗ କରିଥିଲା । ବିଶୃଙ୍ଖଳିତ ଆଚରଣ ପାଇଁ ପୂର୍ବରୁ ଆପ୍ ସାଂସଦ ସଞ୍ଜୟ ସିଂଙ୍କୁ ରାଜ୍ୟସଭାରୁ ନିଲମ୍ବନ କରିଥିଲେ ସଭାପତି ।
More Stories
ଶୀତରୁ ବଞ୍ଚିବାର ସହଜ ଉପାୟ
କାହିଁକି ଅଟକିଲା ସାହିତ୍ୟ ଅକାଡେମୀ ଆୱାର୍ଡ
ପିଏମ୍ ସ୍ୱନିଧି ଯୋଜନାରେ ବଡ ପରିବର୍ତ୍ତନ