ଦୀପାବଳି ଅବସରରେ ଯବାନଙ୍କ ପାଖରେ ପହଂଚିଛନ୍ତି ପ୍ରଧାନମନ୍ତ୍ରୀ । ଯବାନଙ୍କ ସହ ଦୀପାବଳି ପାଳିଛନ୍ତି ପ୍ରଧାନମନ୍ତ୍ରୀ । ଆଜି ସକାଳୁ ହିମାଚଳପ୍ରଦେଶର ଲେପ୍ଚାରେ ପହଂଚିଥିଲେ ମୋଦୀ । ସେଠାରେ ଯବାନଙ୍କ ସହ ଦୀପାବଳି ପାଳିଛନ୍ତି । ଏହାର ଫଟୋ ସେ ଟ୍ୱିଟ୍ କରିଛନ୍ତି । ଏଥିରେ ପ୍ରଧାନମନ୍ତ୍ରୀ ଲେଖିଛନ୍ତି, ସେ ବାହାଦୂର ଯବାନଙ୍କ ସହ ଦୀପାବଳି ପାଳନ କରୁଛି । ୨୦୧୪ରୁ ପ୍ରତ୍ୟେକ ବର୍ଷ ମୋଦୀ ଯବାନଙ୍କ ଦୀପାବଳି ପାଳନ କରିଆସୁଛନ୍ତି ।
More Stories
ବାର୍ଷିକ ଫାସଟ୍ୟାଗ୍ ପାସ୍ ଲାଗୁ ହେବ- ଗଡକରୀ
ବିମାନ ଦୁର୍ଘଟଣାର ଚାଲିଛି ପୁଙ୍ଖାନୁପୁଙ୍ଖ ତଦନ୍ତ
ୱେଟ୍ ଲସ୍ ଜର୍ଣ୍ଣିରେ ସକାଳ ଜଳଖିଆ କଣ ଖାଇବେ