ଶପଥ ନେଲେ ଧାମନଗର ନବ ନିର୍ବାଚିତ ବିଧାୟକ ସୁରଜ ସୂର୍ଯ୍ୟବଂଶୀ । ଆଜି ବିଧାନସଭାରେ ସେ ବିଧିବଦ୍ଧ ଭାବେ ପଦ ଓ ଗୋପନୀୟତାର ଶପଥ ପାଠ କରିଛନ୍ତି । ବାଚସ୍ପତି ବିକ୍ରମ କେଶରୀ ଆରୁଖ ତାଙ୍କୁ ଶପଥ ପାଠ କରାଇଛନ୍ତି । ଏହି ସମୟରେ ବିରୋଧୀ ଦଳ ନେତାଙ୍କ ସହ ବିଜେପିର ନେତାମାନେ ଉପସ୍ଥିତ ଥିଲେ । ଅନ୍ୟପଟେ ଆଜି ସୁରଜଙ୍କୁ ବିଜେପି କାର୍ଯ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯାଇଛି । ଯେଉଁଠି କେନ୍ଦ୍ରମନ୍ତ୍ରୀଙ୍କ ସହ ରାଜ୍ୟ ପ୍ରଭାରୀମାନେ ତାଙ୍କୁ ଶୁଭକାମନା ଜଣାଇଛନ୍ତି । ଏହାପରେ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ ସୁରଜ କହିଥିଲେ, ବିଧାନସଭା ଯିବା ତାଙ୍କ ପାଇଁ ନୂଆ ଅନୁଭୂତି ।
More Stories
ଡାକ୍ତରଙ୍କ ମନମୁଖି ଓପିଡି ବନ୍ଦ ଘୋଷଣା
ନବଜାତକଙ୍କ ପାଇଁ ସରକାରୀ ଟୀକା କେତେ ଜରୁରୀ
CSM Synapse 4.0 ରେ ଜିତିଲେ କିଟ୍ ଇଣ୍ଟରନ୍ୟାସନାଲ୍ ସ୍କୁଲ୍