ଶ୍ରୀମନ୍ଦିର ସିଂହଦ୍ଵାର ସମ୍ମୁଖରେ ଥିବା ଅରୁଣ ସ୍ତମ୍ଭରେ ଫାଟ । ଅରୁଣ ସ୍ତମ୍ଭଟି ଗୋଟିଏ କଳା ମୁଗୁନି ପଥରରେ ନିର୍ମିତ ହୋଇଥିବା ବେଳେ ଏଥିରେ ଉତ୍କଳୀୟ ପ୍ରସ୍ତର କାରୁକାର୍ଯ୍ୟ ଭକ୍ତଙ୍କ ମନରେ ଧର୍ମ ଭାବନାକୁ ଜାଗ୍ରତ କରୁଛି । ତେବେ ଏହି ସ୍ତମ୍ଭର ଫାଟ ମଝିରେ ତିନଟି ସ୍ଥାନରେ ଗାତ ସୃଷ୍ଟି ହୋଇଥିବାରୁ ଭକ୍ତଙ୍କ ମହଲରେ ତନାଘନା ଚାଲିଛି । ସେପଟେ କିଭଳି ଭାବେ ଏହି ସ୍ତମ୍ଭରେ ଫାଟ ସୃଷ୍ଟି ହୋଇଛି ତାହା ସ୍ପଷ୍ଟ ହୋଇନଥିବା ବେଳେ ଭବିଷ୍ୟତରେ ଏହି ଫାଟ ଅରୁଣ ସ୍ତମ୍ଭ ପ୍ରତି ବିପଦ ସୃଷ୍ଟି କରିବ ବୋଲି ଆଶଙ୍କା କରାଯାଉଛି । ତେବେ ଫାଟ ଓ ଗାତ ଥିବା ସ୍ଥାନକୁ ଏଏସଆଇ ପକ୍ଷରୁ ମରାମତି ନେଇ ପ୍ରସ୍ତୁତି ଚାଲିଥିବା ସୂଚନା ମିଳିଛି ।
“The eyes believe themselves, the ears believe other people.”
More Stories
ରାସନ୍ କାର୍ଡ ପାଇଁ ପୁଣି ଥରେ ଭରିବାକୁ ପଡିବ ଆପ୍ଲିକେସନ୍
ଠିକ୍ ଭାବରେ କାମ କରୁନି ଆୟୁଷମାନ ଭାରତ କାର୍ଡ, ହନ୍ତସନ୍ତ ଜନତା
ସହର ଭିତରୁ ହଟିବ ଜେଲ୍, ନୂଆ ଜେଲରେ ରହିବେ କଏଦୀ