ଭୋଟ ଦେଉଛନ୍ତି ଧାମନଗରବାସୀ । ସକାଳ ୭ଟାରୁ ଭୋଟ ଗ୍ରହଣ ଆରମ୍ଭ ହୋଇଛି । ସଂଧ୍ୟା ୬ଟା ଯାଏଁ ଚାଲିବ ମତଦାନ । ମଇଦାନରେ ବିଜେଡିର ଅବନ୍ତୀ ଦାସ, ବିଜେପିର ସୂର୍ଯ୍ୟବଂଶୀ ସୂରଜ ଓ କଂଗ୍ରେସର ବାବା ହରେକୃଷ୍ଣ ସେଠୀ ଉପସ୍ଥିତ ଅଛନ୍ତି । ତେବେ ସମସ୍ତ ଦଳ ଲାଗି ନିର୍ବାଚନ ପାଲଟିଛି ଅଗ୍ନିପରୀକ୍ଷା । ତିନି ପ୍ରମୁଖ ଦଳର ପ୍ରାର୍ଥୀ ବିଭିନ୍ନ ପ୍ରସଙ୍ଗକୁ ନେଇ ମଇଦାନକୁ ଓହ୍ଲାଇଛନ୍ତି । ସେପଟେ ଧାମନଗରବାସୀ କାହାକୁ ବିଜୟ ମୁକୁଟ ପିନ୍ଧାଇବେ, ସେନେଇ ରହିଛି ଉତ୍କଣ୍ଠା । ଉପନିର୍ବାଚନରେ ୨ଲକ୍ଷ ୪୦ହଜାର ଭୋଟର ମତଦାନ କରିବେ ।
More Stories
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ
ଏହି ନିବେଶ କରିବାରେ ସର୍ବପ୍ରଥମ ଓଡିଶା