ସୁନ୍ଦରଗଡ଼କୁ ଟେନସନ ସ୍କ୍ରବ୍ ଟାଇଫସ୍ । ଜିଲ୍ଲାରେ ପୁଣି ଆଉ ୩ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଗତକାଲି ପରୀକ୍ଷା ପାଇଁ ପଠାଯାଇଥିବା ନମୁନା ମଧ୍ୟରୁ ୩ଟି ନମୁନା ପଜିଟିଭ୍ ଆସିଛି । ଏହା ସହ ଜିଲ୍ଲା ସ୍କ୍ରବ୍ ଟାଇଫସ୍ ପଜିଟିଭ୍ ସଂଖ୍ୟା ୧୮୩ରେ ପହଞ୍ଚିଛି । ସେହିପରି ଶନିବାର ହୋଇଥିବା ନମୁନା ପରୀକ୍ଷାରେ ୧୧ ଜଣ ପଜିଟିଭ୍ ଚିହ୍ନଟ ହୋଇଥିଲେ । ଏହାରି ଭିତରେ ଜଣେ ରୋଗୀଙ୍କ ଜୀବନ ନେଇଛି ଏହି ସ୍କ୍ରବ୍ ଟାଇଫସ୍ । ଏନେଇ ଜିଲ୍ଲା ମୁଖ୍ୟ ଚକିତ୍ସା ଅଧିକାରୀ କହିଛନ୍ତି ହସ୍ପିଟାଲରେ ପର୍ଯ୍ୟାପ୍ତ ଔଷଧ ମହଜୁଦ ରଖାଯାଇଛି । ଏହା ସହ ସ୍ୱତନ୍ତ୍ର ଡାକ୍ତରୀ ଦଳ ପ୍ରସ୍ତୁତ ହୋଇ ରହିଛନ୍ତି ।
More Stories
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ
ଏହି ନିବେଶ କରିବାରେ ସର୍ବପ୍ରଥମ ଓଡିଶା