ଆଜି ସନ୍ଧ୍ୟାରେ ବସିବ କ୍ୟାବିନେଟର ଗୁରୁତ୍ବପୂର୍ଣ୍ଣ ବୈଠକ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିବ ବୈଠକ । କ୍ୟାବିନେଟରେ ୧୨ ରୁ ଅଧିକ ପ୍ରସ୍ତାବ ଆସିବ । ମେଟ୍ରୋ ଟ୍ରେନ୍ କ୍ୟାଡର୍ ପୁନଃଗଠନ ସହ ନଗର ଉନ୍ନୟନ ଗଣଶିକ୍ଷା, ସ୍ବାସ୍ଥ୍ୟ ଆଦି ବିଭାଗର ପ୍ରସ୍ତାବ ଆସିବ । ନିକଟରେ ରାଜ୍ୟସରକାର ମେଟ୍ରୋ ପ୍ରକଳ୍ପ ପାଇଁ ଅର୍ଥ ବ୍ୟୟ ବରାଦ କରିବା ସହ ଡିପିଆର୍କୁ ମଧ୍ୟ ଅନୁମୋଦନ ଦେଇଛନ୍ତି । ୪ ବର୍ଷ ଭିତରେ ମେଟ୍ରୋ ପ୍ରକଳ୍ପକୁ ଶେଷ କରିବାକୁ ରାଜ୍ୟ ସରକାର ଲକ୍ଷ୍ୟ ରଖିଛନ୍ତି । ତେଣୁ କ୍ୟାବିନେଟ୍ରେ ଗୁରୁତ୍ବପୂର୍ଣ୍ଣ ଆଲୋଚନା ହେବ ।
More Stories
ଡାକ୍ତରଙ୍କ ମନମୁଖି ଓପିଡି ବନ୍ଦ ଘୋଷଣା
ନବଜାତକଙ୍କ ପାଇଁ ସରକାରୀ ଟୀକା କେତେ ଜରୁରୀ
CSM Synapse 4.0 ରେ ଜିତିଲେ କିଟ୍ ଇଣ୍ଟରନ୍ୟାସନାଲ୍ ସ୍କୁଲ୍