ରାଜ୍ୟରେ କରୋନାର କାୟା ବିସ୍ତାର । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୬୨ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୮୭ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୨୭୫ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୦୪ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୦୭୯୧୧କୁ ବୃଦ୍ଧି ପାଇଛି । ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୦୭୯୧୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୭୦୫୪ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୯୧୬୬୯ ଜଣ ସୁସ୍ଥ ହୋଇଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ମିଳିଛି ।
“The eyes believe themselves, the ears believe other people.”
More Stories
କେବେ ଥମିବ ଅପରାଧ, ୩ ବର୍ଷରେ ୮୧୯ ଦୁଷ୍କର୍ମ
ଓଡିଶା ସୀମାକୁ ଘେରିଛନ୍ତି 2000 ନକ୍ସଲ୍
ରାସନ୍ କାର୍ଡ ପାଇଁ ପୁଣି ଥରେ ଭରିବାକୁ ପଡିବ ଆପ୍ଲିକେସନ୍