ଯୁଦ୍ଧ ବିମାନରେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ସୁଖୋଇ-୩୦ ଏମକେଆଇରେ ଉଡାଣ ଭରିଲେ । ଆସାମ ତେଜପୁର ବାୟୁସେନା ଷ୍ଟେସନରୁ ଉଡାଣ ଭରିଲେ ରାଷ୍ଟ୍ରପତି । ବାୟୁସେନାର ପୋଷାକରେ ରାଷ୍ଟ୍ରପତିଙ୍କୁ ଦେଖିବାକୁ ମିଳିଛି । ତେବେ କେବଳ ରାଷ୍ଟ୍ରପତି ଦ୍ରୌପଦି ମୁର୍ମୁ ହିଁ ନୁହଁନ୍ତି ପୂର୍ବରୁ ଭାରତର ଅନେକ ରାଷ୍ଟ୍ରପତି ଲଢୁଆ ବିମାନରେ ବସି ଉଡ଼ାଣ ଭରିଛନ୍ତି । ପୂର୍ବତନ ରାଷ୍ଟ୍ରପତି ପ୍ରତିଭା ପାଟିଲ ମଧ୍ୟ ଲଢୁଆ ବିମାନରେ ଉଡିଥିଲେ । ନଭେମ୍ବର ୨୦୦୯ରେ ସୁଖୋଇ ବିମାନରେ ବସିଥିଲେ ପ୍ରତିଭା ପାଟିଲ । ପୁଣେ ଏୟାରବେସରୁ ଉଡାଣ ଭରିଥିଲେ ପୂର୍ବତନ ରାଷ୍ଟ୍ରପତି ।
More Stories
ପିଏମ୍ ସ୍ୱନିଧି ଯୋଜନାରେ ବଡ ପରିବର୍ତ୍ତନ
ପିଲାଙ୍କ ଠାରେ ଏପରି ସମସ୍ୟା ଦେଖିଲେ ହୁଅନ୍ତୁ ସାବଧାନ
ବାର୍ଷିକ ଫାସଟ୍ୟାଗ୍ ପାସ୍ ଲାଗୁ ହେବ- ଗଡକରୀ