ବଲିଉଡ଼ ଅଭିନେତା ଶ୍ରେୟସ ତଲପଡେ ହୃଦଘାତର ଶିକାର । ସୁଟିଂ ସେଟରୁ ଘରକୁ ଫେରିବା ପରେ ଛାତିରେ ଯନ୍ତ୍ରଣା ଅନୁଭବ କରିଥିଲେ ଶ୍ରେୟସ । ପରେ ତାଙ୍କୁ ମୁମ୍ବାଇ ବେଲେଭ୍ୟୁ ହସ୍ପିଟାଲରେ ଭର୍ତି କରାଯାଇଛି । ତେବେ ମିଳିଥିବା ସୂଚନା ଅନୁସାରେ, ସ୍ୱତନ୍ତ୍ର ଡାକ୍ତରୀ ଟିମ୍ ଶ୍ରେୟସଙ୍କ ଚିକିତ୍ସା କରୁଥିବା ବେଳେ ତାଙ୍କା ଆଞ୍ଜିଓପ୍ଲାଷ୍ଟ୍ରି କରାଯାଇଥିବା ସୂଚନା ଦେଇଛନ୍ତି ଡାକ୍ତର । ବର୍ତମାନ ତାଙ୍କର ସ୍ୱାସ୍ଥ୍ୟବସ୍ଥା ସ୍ଥିର ରହିଛି । ବହୁ ହିନ୍ଦି ଚଳଚ୍ଚିତ୍ର ସହିତ ମରାଠୀ ଚଳଚ୍ଚିତ୍ରରେ ମଧ୍ୟ ଅଭିନୟ କରିଛନ୍ତି ଶ୍ରେୟସ ତଲପଡେ ।
“The eyes believe themselves, the ears believe other people.”
More Stories
ୱେଟ୍ ଲସ୍ ଜର୍ଣ୍ଣିରେ ସକାଳ ଜଳଖିଆ କଣ ଖାଇବେ
ସବୁ ପାକିସ୍ତାନୀଙ୍କ ଭିସା ରଦ୍ଦ କଲେ ସରକାର
ପାକିସ୍ତାନୀ ଏକ୍ସ ଆକାଉଣ୍ଟକୁ ବ୍ଲକ୍ କଲା ଭାରତ