୨୦୦୦ ମସିହାରେ ଲାଲକିଲ୍ଲା ଆକ୍ରମଣ ଘଟଣାରେ ଦୋଷୀ ମହମ୍ମଦ ଆରିଫ୍ ଓରଫ ଅସଫାକଙ୍କ ଫାଶୀଦଣ୍ଡ ବଳବତ୍ତର ରଖିଛନ୍ତି ସର୍ବୋଚ୍ଚ ନ୍ୟାୟାଳୟ । ସୁପ୍ରିମକୋର୍ଟ ମହମ୍ମଦ ଆରିଫଙ୍କ ପୁନର୍ବିଚାର ଆବେଦନ ଖାରଜ କରିଛନ୍ତି । ଲାଲକିଲ୍ଲା ଉପରେ ଆତଙ୍କବାଦୀ ସଂଗଠନ ଲସ୍କର-ଏ-ତୋଏବା ୨୦୦୦ ମସିହା ଡିସେମ୍ବର ୨୨ରେ ଆକ୍ରମଣ କରିଥିଲା । ଏଥିରେ ଦୁଇ ସୈନ୍ୟଙ୍କ ସମେତ ତିନି ଜଣଙ୍କର ମୃତ୍ୟୁ ହୋଇଥିଲା । ଭାରତୀୟ ସେନାର କାର୍ଯ୍ୟାନୁଷ୍ଠାନରେ ଦୁଇ ଆତଙ୍କୀଙ୍କର ମୃତ୍ୟୁ ହୋଇଥିଲା । ପୂର୍ବରୁ ୨୦୦୫ ଅକ୍ଟୋବର ୩୧ରେ ନିମ୍ନ ଅଦାଲତ ଆରିଫଙ୍କୁ ଦୋଷୀ ଘୋଷଣା କରିବା ସହ ଫାଶୀ ଶୁଣାଇଥ
More Stories
ଲାଗୁ ହେଲା ଅଷ୍ଟମ ବେତନ ଆୟୋଗ, ଜାଣନ୍ତୁ କେତେ ବଢିବ ଦରମା
ଗଣତନ୍ତ୍ର ଦିବସ ପାଇଁ ଦିଲ୍ଲୀରେ ସ୍ପେଶାଲ ଟ୍ରାଫିକ୍ ବ୍ୟବସ୍ଥା
2025 ରିପବ୍ଲିକ୍ ଡେ ହାଇଲାଇଟ୍ସ୍