ସୋମବାର ବସିବ ରାଜ୍ୟ କ୍ୟାବିନେଟ୍ ବୈଠକ । ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ଅପରାହ୍ନ ୫ଟା ୩୦ରେ ବସିବ କ୍ୟାବିନେଟ୍ ବୈଠକ । ବୈଠକରେ ୧୦ରୁ ଅଧିକ ପ୍ରସ୍ତାବ ଉପରେ କ୍ୟାବିନେଟ୍ ମୋହର ବାଜିପାରେ । କୃଷି, ପଞ୍ଚାୟତିରାଜ, ଗ୍ରାମ୍ୟ ଉନ୍ନୟନ, ଦକ୍ଷିତାବିକାଶ, ଭିନ୍ନକ୍ଷମ ସଶକ୍ତିକରଣ, ରାଜସ୍ବ ବିଭାଗର ଅନେକ ଏଜେଣ୍ଡା ନେଇ କ୍ୟାବିନେଟରେ ପ୍ରସ୍ତାବ ଆସିବ ।
More Stories
ଡାକ୍ତରଙ୍କ ମନମୁଖି ଓପିଡି ବନ୍ଦ ଘୋଷଣା
ନବଜାତକଙ୍କ ପାଇଁ ସରକାରୀ ଟୀକା କେତେ ଜରୁରୀ
CSM Synapse 4.0 ରେ ଜିତିଲେ କିଟ୍ ଇଣ୍ଟରନ୍ୟାସନାଲ୍ ସ୍କୁଲ୍