() ପୃଥ୍ୱୀ-୨ର ପରୀକ୍ଷଣ ସଫଳ । ବାଲେଶ୍ୱର ଚାନ୍ଦିପୁର ପ୍ରତିରକ୍ଷା ଘାଟିର ୩ ନଂ ଲଞ୍ଚ ପ୍ୟାଡ୍ରୁ ବୁଧବାର ରାତି ୭ଟା ୩୦ରେ ସ୍ୱଳ୍ପ ଦୂରଗାମୀ କ୍ଷେପଣାସ୍ତ୍ର ପୃଥ୍ୱୀ-୨ର ବ୍ୟବହାରିକ ପରୀକ୍ଷଣ ସଫଳ ହୋଇଛି । ଏହି କ୍ଷେପଣାସ୍ତ୍ର ସମ୍ପୂର୍ଣ୍ଣ ସ୍ୱଦେଶୀ ଜ୍ଞାନକୌଶଳରେ ନିର୍ମିତ । ଏହାର ଲମ୍ବ ୯ମିଟର, ଓସାର ୧୧୦ ସେଣ୍ଟିମିଟର ଏବଂ ଓଜନ ୪.୬ ଟନ୍ । ଭୂ-ପୃଷ୍ଠରୁ ଭୂ-ପୃଷ୍ଠକୁ ଉତ୍କ୍ଷେପଣ କରାଯାଇ ପାରୁଥିବା ଏହି କ୍ଷେପଣାସ୍ତ୍ର ୩୫୦ କି.ମି ପର୍ଯ୍ୟନ୍ତ ଲକ୍ଷ୍ୟଭେଦ କରିପାରିବ । ଏବଂ ଏହା ୫୦୦ରୁ ୧ ଟନ୍ ପର୍ଯ୍ୟନ୍ତ ଯୁଦ୍ଧାସ୍ତ୍ର ବହନ କରିପାରିବ ।
“The eyes believe themselves, the ears believe other people.”
More Stories
ବିଶ୍ବ ସ୍ତରରେ ଭାରତକୁ ପ୍ରତିନିଧିତ୍ବ କଲେ ମ୍ୟାଡାମ୍ ପ୍ରେସିଡେଣ୍ଟ
କେବେ ହେବ ଅସ୍ତ୍ର ବିରତି ଚୁକ୍ତି, ଟ୍ରମ୍ପଙ୍କ ଭବିଷ୍ୟବାଣୀ
ଡାଇବେଟିସ୍ ପାଇଁ ଅବ୍ୟର୍ଥ ଔଷଧ ହେଉଛି ପଣଷ