ହିମାଚଳ ପ୍ରଦେଶରେ ପୁଣି ଭୂମିକମ୍ପ । କୁଲ୍ଲୁ ଏବଂ ମଣ୍ଡୀ ଜିଲ୍ଳାରେ ଭୂମିକମ୍ପ ଝଟକା ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ଭୂମିକମ୍ପର ତୀବ୍ରତା ୪.୧ ରେକର୍ଡ ହୋଇଛି । ଭୂମିକମ୍ପର କେନ୍ଦ୍ରସ୍ଥଳ ମଣ୍ଡୀରୁ ୨୭ କିଲୋମିଟର ଉତ୍ତର ପଶ୍ଚିମରେ ରହିଥିଲା । ଭୂମିକମ୍ପ ପରେ ଲୋକେ ନିଜ ନିଜ ଘରୁ ବାହାରକୁ ବାହାରି ଆସିଥିଲେ । ତେବେ ବର୍ତ୍ତମାନ ସୁଦ୍ଧା କୌଣସି କ୍ଷୟକ୍ଷତି ନେଇ ସୂଚନା ମିଳିପାରିନାହିଁ ।
More Stories
ଘରେ ବୟସ୍କ ମାନଙ୍କର କେମିତି ନେବେ ଯତ୍ନ
କେମିତି ଜାଣିବେ ପେଟ୍ରୋଲ୍ ଡିଜେଲ ଭର୍ତ୍ତିରେ କେତେ ହେଉଛି ଠକେଇ
ଡେଲିଭରି ବୟଙ୍କୁ ପୋଲିସଙ୍କ ଅତ୍ୟାଚାର, ଦେଖିଲେ ଛାତି ଥରି ଉଠିବ