ଅରୁଣାଚଳ ପ୍ରଦେଶରେ ବଡ଼ ଦୁର୍ଘଟଣା । ହେଲିକପ୍ଟର ରୁଦ୍ର ଦୁର୍ଘଟଣାଗ୍ରସ୍ତ ହୋଇଛି । ତୁତିଙ୍ଗ ମୁଖ୍ୟାଳୟଠାରୁ ୨୫ କି.ମି ଦୂର ମିଙ୍ଗିଙ୍ଗ ଗାଁ ପାଖରେ ଏକ ସେନା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଯାଇଛି । ସୂଚନା ଅନୁସାରେ ଉଦ୍ଧାର ପାଇଁ ଘଟଣାସ୍ଥଳକୁ ଉଦ୍ଧାରକାରୀ ଦଳ ଯାଇଛନ୍ତି । ଦୁର୍ଘଟଣା ହୋଇଥିବା ସ୍ଥାନକୁ ରାସ୍ତା ନଥିବା କାରଣରୁ ଉଦ୍ଧାର କାର୍ଯ୍ୟରେ ବିଳମ୍ବ ହେଉଛି । ତେବେ ହେଲିକପ୍ଟର ଦୁର୍ଘଟଣାର କାରଣ ଅସ୍ପଷ୍ଟ ରହିଥିବାବେଳେ କେତେଜଣ ଏଥିରେ ଥିଲେ ସେନେଇ କିଛି ସ୍ପଷ୍ଟ ସୂଚନା ମିଳିପାରିନାହିଁ ।
More Stories
ବାର୍ଷିକ ଫାସଟ୍ୟାଗ୍ ପାସ୍ ଲାଗୁ ହେବ- ଗଡକରୀ
ବିମାନ ଦୁର୍ଘଟଣାର ଚାଲିଛି ପୁଙ୍ଖାନୁପୁଙ୍ଖ ତଦନ୍ତ
ୱେଟ୍ ଲସ୍ ଜର୍ଣ୍ଣିରେ ସକାଳ ଜଳଖିଆ କଣ ଖାଇବେ