ଆସନ୍ତାକାଲିଠୁ ୨ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି । ରାଷ୍ଟ୍ରପତି ହେବା ପରେ ଏହା ତାଙ୍କର ପ୍ରଥମ ଓଡ଼ିଶା ଗସ୍ତ । ରାଷ୍ଟ୍ରପତି ପୁରୀରେ ଜଗନ୍ନାଥ ଦର୍ଶନ ଓ ମହାପ୍ରସାଦ ସେବନ କରିବା ସହିତ ଭୁବନେଶ୍ବରରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବେ । ତେବେ ତାଙ୍କ ଆଗମନ ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି । ସୁରକ୍ଷା ପାଇଁ ମୁତୟନ ହେବେ ୫୫ ପ୍ଲାଟୁନ ପୋଲିସ । ଦାୟିତ୍ବରେ ରହିବେ ୩୦୦ ବରିଷ୍ଠ ପୋଲିସ ଅଧିକାରୀ ।
More Stories
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ
ଏହି ନିବେଶ କରିବାରେ ସର୍ବପ୍ରଥମ ଓଡିଶା