ଆଜିଠୁ ୨ ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏହି ପରିପ୍ରେକ୍ଷୀରେ ସେ ଅନୁଗୋଳ ଏବଂ ଖୋର୍ଦ୍ଧା ଜିଲ୍ଲା ଗସ୍ତ କରି ବିଭିନ୍ନ ଲୋକାଭିମୁଖୀ କାର୍ଯ୍ୟକ୍ରମରେ ଯୋଗଦେବା ସହ ଶିକ୍ଷା ଓ ରେଳ ସହ ଜଡ଼ିତ ବିଭିନ୍ନ ପ୍ରକଳ୍ପର ଭୂମି ପୂଜନ ଓ ଶୁଭାରମ୍ଭ କରିବେ । ଏହାସହିତ ରଥଯାତ୍ରା ଦିନ ଶ୍ରୀକ୍ଷେତ୍ର ଯାଇ ଶ୍ରୀଜିଉଙ୍କ ରଥଯାତ୍ରାରେ ସାମିଲ ହେବାର କାର୍ଯ୍ୟକ୍ରମ ମଧ୍ୟ ରହିଛି । ତେବେ ଆଜି ତାଳଚେର ଗସ୍ତ କରି ଏମ.ସି.ଏଲ.ର ୨ଟି କେନ୍ଦ୍ରୀୟ ବିଦ୍ୟାଳୟର ଶୁଭାରମ୍ଭ କରିବା ସହ ନୂଆ କେନ୍ଦ୍ରୀୟ ବିଦ୍ୟାଳୟର ସ୍ଥାୟୀ କ୍ୟାମ୍ପସ ନିର୍ମାଣ ପାଇଁ ଭୂମି ପୂଜନ କରିବାର କାର୍ଯ୍ୟକ୍ରମ ରହିଛି ।
“The eyes believe themselves, the ears believe other people.”
More Stories
ଠିକ୍ ଭାବରେ କାମ କରୁନି ଆୟୁଷମାନ ଭାରତ କାର୍ଡ, ହନ୍ତସନ୍ତ ଜନତା
ସହର ଭିତରୁ ହଟିବ ଜେଲ୍, ନୂଆ ଜେଲରେ ରହିବେ କଏଦୀ
ଖୁବଶୀଘ୍ର ରାଜ୍ୟରେ କାର୍ଯ୍ୟକ୍ଷମ ହେବ 10ଟି ବଡ ଶିଳ୍ପ