ଆସନ୍ତା ୨୪ ତାରିଖରୁ ଆରମ୍ଭ ହେବ ବିଧାନସଭା ଶୀତ ଅଧିବେଶନ । ଡିସେମ୍ବର ୩୧ ତାରିଖ ପର୍ଯ୍ୟନ୍ତ ଚାଲିବ ଅଧିବେଶନ । ଶୀତ ଅଧିବେଶନରେ ମୋଟ ୩୩ଟି କାର୍ଯ୍ୟ ଦିବସ ରହିଛି । ନଭେମ୍ବର ୨୪ ତାରିଖରେ ଅର୍ଥମନ୍ତ୍ରୀ ଆଗତ କରିବେ ୨୦୨୨-୨୩ ଆର୍ଥିକ ବର୍ଷ ପାଇଁ ଅତିରିକ୍ତ ବଜେଟ୍ । ଡିସେମ୍ବର ୨ ତାରିଖରେ ପାରିତ ହେବ ବ୍ୟୟ ମଞ୍ଜୁରୀ ବିଲ ।
More Stories
ଡାକ୍ତରଙ୍କ ମନମୁଖି ଓପିଡି ବନ୍ଦ ଘୋଷଣା
ନବଜାତକଙ୍କ ପାଇଁ ସରକାରୀ ଟୀକା କେତେ ଜରୁରୀ
CSM Synapse 4.0 ରେ ଜିତିଲେ କିଟ୍ ଇଣ୍ଟରନ୍ୟାସନାଲ୍ ସ୍କୁଲ୍