NEET ଓ JEE ପାଇଁ ପ୍ରସ୍ତୁତ ହେଉଥିବା ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର । ଯୁକ୍ତଦୁଇ ଛାତ୍ରଛାତ୍ରୀଙ୍କୁ ଦିଆଯିବ କୋଚିଂ । ଆଶାୟୀ ଛାତ୍ରଛାତ୍ରୀ ଅନଲାଇନରେ ପାଇ ପାରିବେ ରେଗୁଲାର କୋଚିଂ । ଜାନୁଆରୀ ୮ ତାରିଖରୁ ୩୧ ତାରିଖ ଯାଏଁ ଦିଆଯିବ କୋଚିଂ । ଯୁକ୍ତଦୁଇ ଛାତ୍ରଛାତ୍ରୀଙ୍କୁ ଏହି କୋଚିଂ ଦେବେ ଏକ୍ସପର୍ଟ । ସକାଳ ୮ଟା ୩୦ରୁ ୧୦ଟା ଯାଏଁ ଦିଆଯିବ NEET କୋଚିଂ । ସେହିପରି ଅପରାହ୍ଣ୨ଟା ୩୦ରୁ ୩ଟା ୩୦ ଯାଏଁ ଦିଆଯିବ JEE କୋଚିଂ । ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ଜାରି କରାଗଲା ଟାଇମ ଟେବୁଲ ।
More Stories
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ
ଏହି ନିବେଶ କରିବାରେ ସର୍ବପ୍ରଥମ ଓଡିଶା